MENU

Fun & Interesting

ମହାପ୍ରଭୁଙ୍କ ପରମ ଭକ୍ତ ସ୍ୱର୍ଗତ ଶ୍ରୀ ରବୀନ୍ଦ୍ର ନାରାୟଣ ମିଶ୍ରଙ୍କ ବିଷୟରେ ପ୍ରଥମ ଦିବ୍ୟ ଅଲୌକିକ ଅଧ୍ୟାୟ

Video Not Working? Fix It Now

ମହାପ୍ରଭୁଙ୍କ ପରମ ଭକ୍ତ ସ୍ୱର୍ଗତ ଶ୍ରୀ ରବୀନ୍ଦ୍ର ନାରାୟଣ ମିଶ୍ରଙ୍କ ବିଷୟରେ ପ୍ରଥମ ଦିବ୍ୟ ଅଲୌକିକ ଅଧ୍ୟାୟ || ଡ଼ଃ. ଶ୍ରୀକାନ୍ତ ପରିଜା || Dr. Srikanta Parija

* Rabindra Narayan Mishra

OFFICIAL CHANNEL OF-
Sri Rabindra Narayan Mishra (former Administrator of Shree Jagannath Temple Puri) |
Watch and share divya kathamrita with your family and friend

"ମୋ ନାମ ଶ୍ରବଣ କୀର୍ତ୍ତନେ । ଶ୍ରଦ୍ଧା ଉପୁଜେ ଯା'ର ମନେ ॥ ସେ ଭକ୍ତିଯୋଗେ ଅଧିକାରୀ , କେବେହେଁ ନୁହଁଇ ସଂସାରୀ ॥ ମୁଁ ତାକୁ କରଇ ସଦୟ । ତାହାର ସୁବୁଦ୍ଧି ଉଦୟ ॥
ସକଳ ସିଦ୍ଧି ସେ ସାଧଇ । ତାହାର କର୍ମବନ୍ଧ ନାହିଁ "॥
(ଏକାଦଶ ସ୍କନ୍ଧ
,ଏକବିଂଶ ଅଧ୍ୟାୟ,ଭାଗବତ)

ମହାପ୍ରଭୁ ଶ୍ରୀ ଜଗନ୍ନାଥ ଆପଣଙ୍କର ଓ ପରିବାରର ସମସ୍ତଙ୍କର ମଙ୍ଗଳ କରନ୍ତୁ ।।

ଭଗବାନଙ୍କ କଥା କର୍ଣ୍ଣରେ ଶ୍ରବଣ କରିବାମାତ୍ରେ,ମୁଖରେ ଉଚ୍ଚାରଣ କରିବାମାତ୍ରେ,ଚିତ୍ତରେ ସ୍ମରଣ କରିବାମାତ୍ରେ,ତାହାକୁ ହୃଦୟରେ ଆଦର ଓ ଅନୁମୋଦନ କରିବାମାତ୍ରେ ହିଁ ମନୁଷ୍ୟ ପବିତ୍ର ହୋଇଯାଏ। ଭଗବାନଙ୍କ କଥା ରେ ଏପରି ପ୍ରଭାବ ଯେ,ତାହା ଅବଲମ୍ବନ କଲେ ଜୀବ ଯେତେ କଷ୍ଟ ରେ ଥିଲେ ବି,ତତକ୍ଷଣାତ୍ ମନର ଶାନ୍ତି ପାଏ ଓ ପବିତ୍ର ହୋଇଯାଏ । ଭଗବାନ ହେଉଛନ୍ତି ପରମକଲ୍ୟାଣସ୍ବରୂପ । ତାଙ୍କର ନାମ ଶ୍ରବଣ ଓ କୀର୍ତ୍ତନ ବହୁ ପୁଣ୍ୟ ପ୍ରଦାନ କରେ ।

🙏🏻ଶ୍ରୀ ଜଗନ୍ନାଥ ଶରଣଂ🙏🏻

(ମହାପ୍ରଭୁଙ୍କର ଓ ଏହି ଧର୍ମ କଥା ଗୁଡିକୁ ସମସ୍ତଙ୍କ ପାଖରେ share କରି ଉପଲବ୍ଧ କରେଇବାକୁ ଓ ଚେଷ୍ଟା କରିବାକୁ ଆପଣଙ୍କୁ ଅନୁରୋଧ ।। )

ଶ୍ରୀ ରବୀନ୍ଦ୍ର ନାରାୟଣ ମିଶ୍ର
ପୂର୍ବତନ ପ୍ରଶାସକ, ଶ୍ରୀ ଜଗନ୍ନାଥ ମନ୍ଦିର, ପୁରୀ

#jagannath
#RabindraNarayanMishra
#odisha
#ଜଗନ୍ନାଥ
#paradeep
#gangamata
#ODISHA365
#BhaktiSamarpan
#SrikhetraDarshan
#MeeraJhanjaaTales

@ODISHA 365
@Bhakti Samarpan
@Srikhetra Darshan
@Meera Jhanjaa Tales

Comment