MENU

Fun & Interesting

ସଂସାର ନାହିଁ ଭାଙ୍ଗିବ କେଉଁଠି ? || Advocate Byomakesh Tripathy || Jatra Artist Sonali Panda || OR

Odisha Reporter 29,343 lượt xem 3 days ago
Video Not Working? Fix It Now

ସ୍ଵାମୀଙ୍କ ବିରୋଧରେ ହାଇକୋର୍ଟଙ୍କ ଦ୍ଵାରସ୍ଥ ହେଲେ ଯାତ୍ରା ଅଭିନେତ୍ରୀ ସୋନାଲି ପଣ୍ଡା। କିଛି ଦିନ ତଳେ ତୁଳସୀ ଗଣନାଟ୍ୟ ଯାତ୍ରା ପାର୍ଟି ମାଲିକ ପତ୍ନୀ ସୋନାଲିଙ୍କୁ ଫସାଇ ପାଖରେ ରଖିଥିବା ଅଭିଯୋଗ କରିଥିଲେ ସ୍ଵାମୀ ତଥା ଯାତ୍ରା କଳାକାର ଶ୍ରୀକ୍ଷେତ୍ର ପ୍ରସାଦ ସାମନ୍ତସିଂହାର। ଏହାକୁ ନେଇ ଅନେକ ବିବାଦ ଦେଖା ଦେଇଥିଲା। ଏବେ ନିଜ ବିରୋଧରେ ହୋଇଥିବା ଅଭିଯୋଗ ଏବଂ ନିଜକୁ ତାଙ୍କ ସ୍ଵାମୀ ବୋଲି ଦାବି କରୁଥିବା ଶ୍ରୀକ୍ଷେତ୍ରଙ୍କ ବିରୋଧରେ ହାଇକୋର୍ଟଙ୍କ ଦ୍ଵାରସ୍ଥ ହୋଇଛନ୍ତି ସୋନାଲି !

Odisha Reporter is one of the best Odia news portal in Odisha. Get all the news updates in Odia.

ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |

YouTube: http://bit.ly/OdishaReporteronYouTube
Web: http://odishareporter.in
Facebook: https://www.facebook.com/OdishaReporter/
Twitter: https://twitter.com/OdishaReporter
Telegram: https://telegram.me/Odisha_Reporter_official
Instagram: https://www.instagram.com/odishareporter_official/
#OdishaReporter #SonaliPanda #OdishaHighCourt #JatraArtists #odishareporter

Comment