MENU

Fun & Interesting

ସମ୍ବିତଙ୍କ ରୌଦ୍ରରୂପ, ଉଠିଲା ପଡ଼ିଲା ସଂସଦ || Sambit Patra Slams Rahul & Sonia Gandhi in Parliament ||OR

Odisha Reporter 78,114 6 days ago
Video Not Working? Fix It Now

ସଂସଦରେ ରାହୁଲ ଓ ସୋନିଆଙ୍କ ଉପରେ ବର୍ଷିଲେ ବିଜେପି ସାଂସଦ ସମ୍ବିତ ପାତ୍ର । କହିଲେ ମହାମହିମ ରାଷ୍ଟ୍ରପତି ଓଡ଼ିଆ ଅସ୍ମିତାର ପ୍ରତୀକ । ସେ ଚାରି କୋଟି ଓଡ଼ିଆଙ୍କ ମଉଡ଼ ମଣି ଶ୍ରୀ ଜଗନ୍ନାଥଙ୍କ ଭକ୍ତ । ତାଙ୍କ ଅପମାନ ଓଡ଼ିଆ ଜାତି ସହିବ ନାହିଁ । ରାଷ୍ଟ୍ରପତି ଦ୍ରୋପଦି ମୂର୍ମୁଙ୍କ ପଛରେ ସାଢ଼େ ଚାରି କୋଟି ଓଡ଼ିଆ ଛିଡା ହୋଇ ରହିଛନ୍ତି । BJP MP Sambit Patra Slams Rahul & Sonia Gandhi in Parliament Odisha Reporter is one of the best Odia news portal in Odisha. Get all the news updates in Odia. ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ | YouTube: http://bit.ly/OdishaReporteronYouTube Web: http://odishareporter.in Facebook: https://www.facebook.com/OdishaReporter/ Twitter: https://twitter.com/OdishaReporter Telegram: https://telegram.me/Odisha_Reporter_official Instagram: https://www.instagram.com/odishareporter_official/ #OdishaReporter #LokSabha #SambitPatra #attack #RahulGandhi #SoniaGandhi

Comment